ଆଜିର ଖବର ସ୍ୱତନ୍ତ୍ର ନିଯୁକ୍ତି ମେଳା: ବିଭିନ୍ନ ସଂସ୍ଥାର ୧୪୫ ଜଣ ଦିବ୍ୟାଙ୍ଗଙ୍କୁ ମିଳିଲା ନିଯୁକ୍ତି ଭୁବନେଶ୍ୱର: ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ନିଯୁକ୍ତି ମେଳା ଭୁବନେଶ୍ୱର ଠାରେ ଆୟୋଜିତ ହୋଇଯାଇଛି। ଦିବ୍ୟାଙ୍ଗଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର (ଏନସିଏସସିଡିଏ), ଭୁବନେଶ୍ୱର, ଭାରତ…