ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା

ସୀତାରାମ ଅଗ୍ରୱାଲ ବାଣପୁର: ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବାଲାଗି ଜଗତସିଂହପୁର ଜିଲ୍ଲାର ଜଣେ ବ୍ୟକ୍ତି ରାଜ୍ୟସାରା ପଦଯାତ୍ରା ଆରମ୍ଭ କରିଥିବାବେଳେ ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା…