ଆଜିର ଖବର ଡିଏଭି ପୋଖରୀପୁଟରେ ସ୍ୱଭାବକବିଙ୍କ ଜୟନ୍ତୀ ପାଳିତ ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଏହି ଅବସରରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର…