ଆଜିର ଖବର ପ୍ରାକୃତିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶରେ ଏକ କେନ୍ଦ୍ରୀୟ ଦଳ ଗଠନ କରିବାକୁ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ନିର୍ଦ୍ଦେଶ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ହିମାଚଳ ପ୍ରଦେଶରେ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ଏବଂ ଏହାର ତୀବ୍ରତାକୁ ଦୃଷ୍ଟିରେ ରଖି ଏକ ବହୁ-କ୍ଷେତ୍ରୀୟ…