ଆଜିର ଖବର ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ଭୁବନେଶ୍ୱର: ଆଜି ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଯାଇଛି। ସ୍ୱରୂପଙ୍କ ଦେହାନ୍ତ ଯୋଗୁଁ ଓଡିଆ ସଙ୍ଗୀତ ତଥା ଚଳଚ୍ଚିତ୍ର ଜଗତ ପାଇଁ ଅପୂରଣୀୟ କ୍ଷତି…