ବିଶେଷ ଖବର ଭାରତ ଓ ଜାପାନ ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ରକୁ କ୍ୟାବିନେଟର ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଭାରତ ଓ ଜାପାନ ମଧ୍ୟରେ ସ୍ୱାକ୍ଷରିତ ଏକ ବୁଝାମଣାପତ୍ରକୁ ଅନୁମୋଦନ ଦିଆଯାଇଛି। ଏହି ବୁଝାମଣାପତ୍ରରେ…