ବିଶେଷ ଖବର ଆଜି ରାଜ୍ୟ ସରକାର ଓ HCLTech ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣାପତ୍ର ଭୁବନେଶ୍ଵର: ରାଜ୍ୟରେ ସୂଚନା ପ୍ରଯୁକ୍ତି କ୍ଷେତ୍ରକୁ ଆହୁରି ଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଜି ଲୋକସେବା ଭବନରେ…