ଆଜିର ଖବର କରୋନାକୁ ପରାଜିତ କଲେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ: ସମ୍ କୋଭିଡ୍ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଫେରିଲେ ଘରକୁ ଭୁବନେଶ୍ୱର: ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ଜଣେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ। ସମ୍ କୋଭିଡ…