ଆଜିର ଖବର ୧୦କୋଟି ଗ୍ରାମାଞ୍ଚଳ ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ନୂଆଦିଲ୍ଲୀ: ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ “ଆଜାଦି କି ଅମୃତ ମହୋତ୍ସବ” ପାଳନ କରୁଥିବାବେଳେ ‘ଜଳ ଜୀବନ ମିଶନ’ (ଜେଜେଏମ୍) ୧୦କୋଟି ଗ୍ରାମୀଣ ପରିବାରକୁ ପାଇପ…