ଆଜିର ଖବର ବାଣ ତିଆରି ବେଳେ ବିସ୍ଫୋରଣ, ସ୍ୱାମୀ-ସ୍ତ୍ରୀ ଗୁରୁତର ନୟାଗଡ଼: ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ହୋଇଛି। ଯେଉଁଥିରେ ଦମ୍ପତି ଗୁରୁତର ହୋଇଛନ୍ତି। ଗୁରୁତର ସ୍ୱାମୀ-ସ୍ତ୍ରୀଙ୍କୁ ପ୍ରଥମେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା…