ଆଜିର ଖବର ମହାମାରୀର କରାଳରୂପ ସରିଗଲାଣି ବୋଲି ଭାବିବା ଅନୁଚିତ୍: ସୋଆ ବିଶେଷଜ୍ଞ ଭୁବନେଶ୍ୱର: ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦୁଇ ଜଣ ବିଶିଷ୍ଟ ସ୍ୱାସ୍ଥ୍ୟସେବା ବିଶେଷଜ୍ଞ କୋଭିଡ-୧୯…