ଆଜିର ଖବର ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଅଧୀନରେ ପ୍ରସ୍ତୁତ ହୋଇଛି ୬୪.୮୬ କୋଟି ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଆକାଉଣ୍ଟ ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ‘ଆର୍ଥିକ ସର୍ଭେ ୨୦୨୩-୨୪’ ଉପସ୍ଥାପନ କରିବା ଅବସରରେ କହିଛନ୍ତି ଯେ,…