ଆଞ୍ଚଳିକ ବାଣପୁର ବ୍ଲକରେ ପ୍ରଥମ ସାଧାରଣ ବୈଠକ: ଯୋଗ ଦେଲେନି ସ୍ୱାସ୍ଥ୍ୟ ଏବଂ ବିଦ୍ୟୁତ ବିଭାଗର ଅଧିକାରୀ ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହଙ୍କ ଅଧ୍ୟକ୍ଷତାରେ ଆଜି ପଞ୍ଚାୟତ ସମିତିର ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଡ଼ିଓ…