ବିଶେଷ ଖବର ସ୍ୱାସ୍ଥ୍ୟ ଓ ଚିକିତ୍ସା ଗବେଷଣା ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱାସ୍ଥ୍ୟ ଓ ଚିକିତ୍ସା ଗବେଷଣା’ ବିଷୟବସ୍ତୁ ଉପରେ ଆଧାରିତ ଏକ ବଜେଟ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ୨୦୨୩ କେନ୍ଦ୍ର ବଜେଟରେ…