Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକ ଜିଲ୍ଲାରୁ ୧୬, ସୁନ୍ଦରଗଡରୁ ୧୩, ସମ୍ବଲପୁରରୁ ୧୨, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୬, ବାଲେଶ୍ବରରୁ ୫, ଝାରସୁଗୁଡ଼ାରୁ ୫, ନବରଙ୍ଗପୁରରୁ ୪, ପୁରୀରୁ ୪, ସୋନପୁରରୁ ୪, ବରଗଡରୁ ୩, ଅନୁଗୁଳରୁ ୨, ନୟାଗଡରୁ ୨ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୪୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ କୁ ବୃଦ୍ଧି ହୋଇଛି। ତେବେ ୬୧୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧, ବରଗଡରୁ ୮,ସମ୍ବଲପୁରରୁ ୮, କଟକରୁ ୭, ବଲାଙ୍ଗୀରିରୁ ୬, ସୁନ୍ଦରଗଡରୁ ୫, ଦେବଗଡ଼ରୁ ୪, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, ମୟୂରଭଞ୍ଜରୁ ୩, ବାଲେଶ୍ବରରୁ ୨, ରାୟଗଡାରୁ ୨, ଅନୁଗୁଳରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧, କେନ୍ଦ୍ରାପଡାରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ କୁ ବୃଦ୍ଧି ହୋଇଛି। ତେବେ ୭୨୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୧୧, ବରଗଡରୁ ୬, ବଲାଙ୍ଗୀରିରୁ ୬, ବୌଦ୍ଧରୁ ୩, ଦେବଗଡ଼ରୁ ୩, ଯାଜପୁରରୁ ୩, ସୋନପୁରରୁ ୩, ବାଲେଶ୍ବରରୁ ୨, କଟକରୁ ୨, ଖୋର୍ଦ୍ଧାରୁ ୨, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ପୁରୀରୁ ୨, ଅନୁଗୁଳରୁ ୧, ଗଜପତିରୁ ୧, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧ ଏବଂ ରାୟଗଡାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୭୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ କୁ ବୃଦ୍ଧି ହୋଇଛି। ତେବେ ୭୧୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୮, କଟକରୁ ୪, ଯାଜପୁରରୁ ୪, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୪, ଖୋର୍ଦ୍ଧାରୁ ୪, ବରଗଡରୁ ୩, ବାଲେଶ୍ଵରରୁ ୨, କୋରାପୁଟରୁ ୨, ପୁରୀରୁ ୨, ରାୟଗଡାରୁ ୨, ବଲାଙ୍ଗୀରିରୁ ୧, କେନ୍ଦୁଝରରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ କୁ ବୃଦ୍ଧି ହୋଇଛି। ତେବେ ୬୭୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୭, ଭଦ୍ରକରୁ ୬, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ୫, କଟକରୁ ୪, ଦେବଗଡ଼ରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୩, ବରଗଡରୁ ୨, ସମ୍ବଲପୁରରୁ ୨, ବଲାଙ୍ଗୀରିରୁ ୧, ଗଜପତିରୁ ୧, ଗଞ୍ଜାମରୁ ୧, ନୟାଗଡରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଛି। ତେବେ ୬୬୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୭, ବରଗଡ ଜିଲ୍ଲାରୁ ୧୦, ପୁରୀରୁ ୯, ଅନୁଗୁଳରୁ ୭, କେନ୍ଦୁଝରରୁ ୫, ରାୟଗଡ଼ାରୁ ୫, ବଲାଙ୍ଗୀରିରୁ ୪, ସମ୍ବଲପୁରରୁ ୪, ବାଲେଶ୍ବରରୁ ୩, ଖୋର୍ଦ୍ଧାରୁ ୨, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ବୌଦ୍ଧରୁ ୧, କଟକରୁ ୧, ଦେବଗଡ଼ରୁ ୧, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୩୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୮୩୫ କୁ ବୃଦ୍ଧି ହୋଇଛି। ତେବେ ୫୩୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୯୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୪୯, ଅନୁଗୁଳରୁ ୪୮, କଟକରୁ ୨୪, କେନ୍ଦ୍ରାପଡାରୁ ୧୬, ବାଲେଶ୍ବରରୁ ୧୫, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, ଯାଜପୁରରୁ ୧୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୨, ବରଗଡରୁ ୧୦, ବଲାଙ୍ଗିରିରୁ ୧୦, ସମ୍ବଲପୁରରୁ ୮, ଦେବଗଡରୁ ୬, ଗଞ୍ଜାମରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୫, ନୂଆପଡ଼ାରୁ ୪, ରାୟଗଡାରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୫୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଛି। ତେବେ ୨ ହାଜର ୪୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦୋହରାଇଲା, ଦେଶରେ ହୋଇନି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ, ଦେଶର କେତେକ ନିର୍ଦ୍ଦିଷ୍ଟ ଜିଲ୍ଲାକୁ ଛାଡ଼ିଦେଲେ ଭାରତରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୁଣି ଥରେ ଦୋହରାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସଚିବ ରାଜେଶ ଭୂଷଣ କହିଛନ୍ତି ଯେ,କିନ୍ତୁ ଭାରତର ମୋଟ ୭୪୦ଟି ଜିଲ୍ଲାରୁ ମାତ୍ର ୫୦ଟି ଜିଲ୍ଲାରେ ୮୦ ପ୍ରତିଶତ କରୋନା ମାମଲା ଚିହ୍ନଟ ହୋଇଛି। ସେହିପରି ଅଧିକାଂଶ ସଂକ୍ରମଣ ମାମଲା କେଉଁଠୁ ଆସିଲା ଓ କେତେଜଣଙ୍କ ସହ କଣ୍ଟାକ୍ଟ ହୋଇଛି ତାହା ୭୨ ଘଣ୍ଟା ମଧ୍ୟରେ ଜଣାପଡ଼ୁଛି। ଏଣୁ ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇଛି ବୋଲି କୁହାଯାଇପାରିବ ନାହିଁ ।

ଗୋଷ୍ଠୀ ସଂକ୍ରମଣର କୌଣସି ନିର୍ଦ୍ଦିଷ୍ଟ ସଂଜ୍ଞା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ପକ୍ଷରୁ ଦିଆଯାଇନାହିଁ । ତେବେ ବିଶେଷଜ୍ଞଙ୍କ ମତରେ ଯେତେବେଳେ ଏକ ସଂକ୍ରମଣର ଉତ୍ସ ଜଣାପଡ଼େ ନାହିଁ, ସେତେବେଳେ ଗୋଷ୍ଠୀ ସଂକ୍ରମଣ ହେଲା ବୋଲି କୁହାଯାଇପାରେ। ସେ କହିଛନ୍ତି ଯେ ଦେଶରେ ଟିକା ବାହାରିବା ପରେ ତାହାକୁ ଏକ ବୃହତ ଅଭିଯାନ ମଧ୍ୟମରେ ଅନେକ ଲୋକଙ୍କୁ ଦିଆଯିବ। (ଏଜେନସି)