ଆଜିର ଖବର ମଙ୍କିପକ୍ସ ପାଇଁ ପଦକ୍ଷେପ: ସମସ୍ତ ଆନ୍ତର୍ଜାତୀୟ ଯାତ୍ରୀଙ୍କ ସ୍ୱାସ୍ଥ୍ୟଗତ ସ୍କ୍ରିନିଂ ନିଶ୍ଚିତ କରିବାକୁ କେନ୍ଦ୍ରର ପରାମର୍ଶ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଜି ବିମାନବନ୍ଦର ଏବଂ ବନ୍ଦର ମାଧ୍ୟମରେ ଭାରତରେ ପହଞ୍ଚୁଥିବା ଆନ୍ତର୍ଜାତୀୟ ଯାତ୍ରୀମାନଙ୍କ ସ୍ୱାସ୍ଥ୍ୟ ସ୍କ୍ରିନିଂର କାର୍ଯ୍ୟକାରିତା ସମୀକ୍ଷା…