ଆଜିର ଖବର “ଏକ ତାରିଖ, ଏକ ଘଣ୍ଟା, ଏକ ସାଥ୍” ଆହ୍ୱାନ ବିଶ୍ୱର ସର୍ବବୃହତ ସ୍ୱେଚ୍ଛାକୃତ ଉଦ୍ୟମ ହୋଇପାରିବ: କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ: “ଏକ ତାରିଖ, ଏକ ଘଣ୍ଟା, ଏକ ସାଥ୍” ଆହ୍ୱାନ ସ୍ୱତନ୍ତ୍ର ଭାବେ କଠୋର ସଫେଇ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ। ସ୍ୱେଚ୍ଛାକୃତଭାବେ ସଫେଇ ବା ପରିଚ୍ଛନ୍ନତା କାମ…