ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ସୀତାରାମ ଅଗ୍ରୱାଲ ଚିଲିକା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ସୋରଣ ଗ୍ରାମପଞ୍ଚାୟତର ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଠାରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ(ଆରଏସ୍ଏସ୍)ଏବଂ ‘ଦି…