ଜାତୀୟ ଖବର ବିଜ୍ଞାପନ ପ୍ରକାଶ କରିବା ପୂର୍ବରୁ ସ୍ୱ-ଘୋଷଣାପତ୍ର ଦାଖଲ କରିବାକୁ ବାଧ୍ୟତାମୂଳକ କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: କୌଣସି ବିଜ୍ଞାପନ ପ୍ରକାଶ କିମ୍ବା ପ୍ରସାରଣ କରିବା ପୂର୍ବରୁ ସମସ୍ତ ବିଜ୍ଞାପନଦାତା/ ବିଜ୍ଞାପନ ଏଜେନ୍ସି ‘ସେଲ୍ଫ-ଡିକ୍ଲାରେସନ୍ ସାର୍ଟିଫିକେଟ୍’ ବା ‘ସ୍ୱ-ଘୋଷଣା ପ୍ରମାଣପତ୍ର ଦାଖଲ କରିବା ଆବଶ୍ୟକ।…