ଆଜିର ଖବର ସୟଦ ମୁସ୍ତାକ ଅଲ୍ଲୀ ଟି-୨୦ ପ୍ରତିଯୋଗିତା ଲାଗି ମୁମ୍ବାଇ ଦଳରେ ସ୍ଥାନ ପାଇଲେ ଅର୍ଜ୍ଜୁନ ତେନ୍ଦୁଲକର ମୁମ୍ବାଇ: ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜ୍ଜୁନ ତେନ୍ଦୁଲକର ପ୍ରଥମ ଥର ପାଇଁ ମୁମ୍ବାଇ ସିନିୟର ଦଳରେ ସ୍ଥାନ ପାଇଛନ୍ତି। ସୟଦ ମୁସ୍ତାକ ଅଲ୍ଲୀ ଟି-୨୦ ପ୍ରତିଯୋଗିତା ଲାଗି…