Hockey Worldcup23 ନବୀନ ନିବସରେ ଭେଟିଲେ ରାଉରକେଲା ଓ କଟକର ଶତାଧିକ ହକିପ୍ରେମୀ ଭୁବନେଶ୍ବର: ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡେ ଏବେ ହକିକୁ ନେଇ ଚର୍ଚ୍ଚା। କଟକରୁ ସୁନ୍ଦରଗଡ, ସବୁଆଡେ ଉତ୍ସବ ଚାଲିଛି। ଏଥର…