Hockey Worldcup23 କଳିଙ୍ଗ ଷ୍ଟାଡିୟମରେ ହକି ମ୍ୟାଚକୁ ଉଦଘାଟନ କଲେ ନବୀନ, ଭାରତର ଦମଦାର ବିଜୟ ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି FIH ପ୍ରୋ ଲିଗ୍ ମ୍ୟାଚ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଉଦଘାଟନୀ ମ୍ୟାଚରେ ନ୍ୟୁଜଲ୍ୟାଣ୍ଡକୁ ହରାଇ…