Hockey Worldcup23 ରାଉରକେଲାରେ ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିଅମକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲାଠାରେ ସର୍ବବୃହତ ହକି ଷ୍ଟାଡିଅମ,…