ଆଜିର ଖବର ଯୁବକଙ୍କ ମୃତ୍ୟୁ ପରେ ଛୁଇଁଲେନି ସମ୍ପର୍କୀୟ: ପିପିଇ କିଟ୍ ପିନ୍ଧି ଶବ ସତ୍କାର କଲେ ବାଲୁଗାଁ ଏସଡିପିଓ ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ବର୍ତ୍ତମାନ ସାରା ଦେଶକୁ ଏମିତି ଗ୍ରାସିଛି ଯେ ମଣିଷ ମାନବିକତା ଭୁଲିଯାଉଛି। ଏହି ସମୟରେ ଏମିତି ଅନେକ ଦୃଶ୍ୟ ସାମ୍ନାକୁ…