ଆଜିର ଖବର ମାହାଙ୍ଗା ବିଜେପି ନେତାଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ଵାଳ ମୃତ୍ୟୁ! ଭୁବନେଶ୍ବର: ମାହାଙ୍ଗା ଡବଲ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ଵାଳଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସଡକ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ସୂଚନା ଅନୁଯାୟୀ,…