ଆଜିର ଖବର ଜି ଆର୍ ଏସ୍ ସୁଶିଲଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା? ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ ବୁରୁଝରି ପଞ୍ଚାୟତର କନ୍ୟାରିବାଡି ଗାଁ ମୁହଁରେ ସେହି ଗ୍ରାମର ସୁଶିଲ କୁମାର ମହାନ୍ତିଙ୍କ ମୃତ ଦେହ…