ଆଜିର ଖବର ମତ୍ସ୍ୟ ସମ୍ପଦ ମାଧ୍ୟମରେ ଆୟ ଦ୍ୱିଗୁଣିତ କରି ପ୍ରଧାନମନ୍ତ୍ରୀଙ୍କୁ ପ୍ରଭାବିତ କଲେ ହରିଦ୍ୱାର ଚାଷୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ…