ଆଜିର ଖବର ପ୍ରଯୁକ୍ତି ଓ କୃତ୍ରିମ ବୁଦ୍ଧିମତା ଆଇନଗତ ବିଚାରର ବିକଳ୍ପ ହୋଇପାରିବ ନାହିଁ: ହାଇକୋର୍ଟର ମୁଖ୍ୟ ବିଚାରପତି ଭୁବନେଶ୍ୱର: ପ୍ରଯୁକ୍ତିର ଅଗ୍ରଗତି ଓ କୃତ୍ରିମ ବୁଦ୍ଧିମତା (ଏଆଇ)ର ଆବିର୍ଭାବ ଅଦାଲତର କାର୍ଯ୍ୟ ପରିଚାଳନାରେ ଦକ୍ଷତା ବୃଦ୍ଧି କରିଥିଲେ ମଧ୍ୟ ଏହା କେବେ ମଧ୍ୟ ସଚେତନ ସମ୍ବେଦନଶୀଳତା,…