ବିଶେଷ ଖବର ଜଳଜୀବନ ମିଶନ ଅଧୀନରେ ଓଡିଶାକୁ କେନ୍ଦ୍ରର ୮୩୧ କୋଟି ଟଙ୍କା ମଞ୍ଜୁର ନୂଆଦିଲ୍ଲୀ: ଓଡିଶାରେ ଜଳଜୀବନ ମିଶନକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଆଜି ୮୩୦କୋଟି ୮୫ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଆଗାମୀ ୨୦୨୪ ସୁଦ୍ଧା ଓଡିଶା ‘ହର…