ଆଜିର ଖବର OMVD କନଷ୍ଟେବଳ ଆଶୁତୋଷ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ଓଡ଼ିଶା ମୋଟର ଯାନ ବିଭାଗ (ଓଏମଭିଡି)ର କନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆଙ୍କ ହତ୍ୟା ମାମଲାରେ ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଛନ୍ତି। ବ୍ରହ୍ମପୁର ପୋଲିସର ତଦନ୍ତ…