ଆଜିର ଖବର ବିହାରରେ ୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୪-ଲେନ୍ ହାଇସ୍ପିଡ୍ କରିଡୋର ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି, ବିହାରରେ ବକ୍ସର–ଭାଗଲପୁର ହାଇ-ସ୍ପିଡ୍ କରିଡର ଅନ୍ତର୍ଗତ ୪-ଲେନ୍ ଗ୍ରୀନଫିଲ୍ଡ ଆକ୍ସେସ-ନିୟନ୍ତ୍ରିତ…