ହାଇୱା ଦୁର୍ଘଟଣା

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଧଳପୁର ନିକଟରେ ଏକ ହାଇୱା ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ହାଇୱା ଚାଳକଙ୍କ ମୃତ୍ୟୁ ହୋଇଛି।…