ବିଶେଷ ଖବର ଏଣିକି ବାଧ୍ୟତାମୂଳକ ହେବ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍: ଜାଣନ୍ତୁ କିଭଳି ଆବେଦନ କରିବେ ଗାଡି ମାଲିକ ଭୁବନେଶ୍ୱର: ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପୁରୁଣା ଗାଡିରେ ଏଣିକି ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍ (ଏଚ୍ଏସ୍ଆର୍ପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି।…