ଆଞ୍ଚଳିକ ହାବସପୁରଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ଅନ୍ତର୍ଗତ ହାବସପୁର ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ହାବସପୁର ଗ୍ରାମ ପଞ୍ଚାୟତର ଯୁବ ସରପଞ୍ଚ…