ହାରିଲେ ମନମୋହନ

ଭୁବନେଶ୍ବର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶେଷରେ ହାରିଯାଇଛନ୍ତି। ଭଦ୍ରକ ଚାନ୍ଦବାଲିରୁ ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟଙ୍କଠାରୁ ସେ ମାତ୍ର 1916 ଖଣ୍ଡ ଭୋଟରେ ହାରିଯାଇଛନ୍ତି।…