ଆଜିର ଖବର ୨୪ ଘଣ୍ଟା ପାଇଁ ସତର୍କ ସୂଚନା: ୮ ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର ଭୁବନେଶ୍ଵର: ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହା ଭିତରେ ଆସନ୍ତା ୨୪ ଘଣ୍ଟା ପାଇଁ ଆଞ୍ଚଳିକ…