ଆଜିର ଖବର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ୍ କରିଛନ୍ତି; “ଚା’…