ହିନ୍ଦୀରେ ଶୁଭାରମ୍ଭ

ଭୁବନେଶ୍ୱର: ଆନ୍ତର୍ଜାତିକ ମହିଳା ଦିବସ ପରିପ୍ରେକ୍ଷୀରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରପର୍ସନ (ଅଧ୍ୟକ୍ଷା) ନୀତା ଅମ୍ବାନି “ହର-ସର୍କଲ୍‌’ର ହିନ୍ଦୀ ଆପ୍‌କୁ ଉନ୍ମୋଚନ କରିଛନ୍ତି। ହର-ସର୍କଲ୍ ହେଉଛି ମହିଳାମାନଙ୍କ ଲାଗି…