ଆଜିର ଖବର ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବୈଠକ ଭୁବନେଶ୍ୱର: ପୂର୍ବତଟ ରେଳପଥର ୫୬ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ ଆଜି ଭୁବନେଶ୍ୱରସ୍ଥିତ ରେଳ ସଦନରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…