ଆଜିର ଖବର କାନାଡାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ କାନାଡାର ଏକ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣ ଏବଂ ଭାରତୀୟ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର ପ୍ରୟାସକୁ ଦୃଢ଼ ନିନ୍ଦା…