ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ସିମିଲା:  ହିମାଚଳ ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସର ବରିଷ୍ଠ ନେତା ସୁଖବୀନ୍ଦର ସିଂ ସୁଖୁ। କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକରେ ହାଇକମାଣ୍ଡ ଏହି ନିଷ୍ପତ୍ତି ନେଇଛନ୍ତି ବୋଲି…