ହିଳାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଇରାନରେ ହିଜାବ ପିନ୍ଧିନଥିବାରୁ ଜଣେ ମହିଳାଙ୍କୁ ପୋଲିସ ହେପାଜତକୁ ନେଇଥିଲା। କିନ୍ତୁ ପୋଲିସ ହେପାଜତରେ ଉକ୍ତ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଯାହାଫଳରେ ଦେଶରେ ଅଶାନ୍ତିର ବାତାବରଣ…