ଅନ୍ତରାଷ୍ଟ୍ରୀୟ ପଳାତକ ହୀରା ବ୍ୟବସାୟୀ ହେଲା ଗିରଫ: ସିଧା ଭାରତ ପଠାଇବା ପାଇଁ କହିଲେ ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସି ଡୋମିନିକାରୁ ଗିରଫ ହୋଇଛି। ମେହୁଲକୁ ସିଧା ଭାରତକୁ ହସ୍ତାନ୍ତର କରାଯାଉ ବୋଲି ଆଣ୍ଟିଗୁଆ ଏବଂ ବାରବୁଡାର ପ୍ରଧାନମନ୍ତ୍ରୀ ଗେଷ୍ଟନ…