ଆଜିର ଖବର ହୃଦ୍ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ସୁସ୍ଥ ହୃଦୟ ପାଇଁ ସଚେତନା ତଥା ମାଗଣା ସ୍ବାସ୍ଥ୍ୟ ଶିବିର…