ଆଜିର ଖବର ସମ୍ ହସ୍ପିଟାଲରେ ୭ ବର୍ଷ ଶିଶୁ କନ୍ୟାର ସଫଳ ହୃଦ ଅସ୍ତ୍ରୋପଚାର ଭୁବନେଶ୍ୱର: ଜନ୍ମଗତ ହୃଦଜନିତ ତୃଟି ଥିବା ଏକ ୭ ବର୍ଷର ଶିଶୁ କନ୍ୟାକୁ ସଫଳ ଅସ୍ତ୍ରୋପଚାର ମାଧ୍ୟମରେ ସୁସ୍ଥ କରିପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର। ଏହି ଶିଶୁ…