ଆଜିର ଖବର ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୩/୨୪ ଅନୁଷ୍ଠିତ, ୫ ଦିନ ବ୍ୟାପୀ ଚାଲିବ ମେଳା ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାର ହେବାଳୀ ପଡିଆ ଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୩/୨୪ ଅନୁଷ୍ଠିତ ହୋଇଯାଇଛି। ଏହି…