ହେଲଥ କାର୍ଡ ବଣ୍ଟନ

ସୀତାରାମ ଅଗ୍ରୱାଲ ବାଣପୁର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଯୁଦ୍ଧକାଳୀନ ଭିତ୍ତିରେ ସାରା ରାଜ୍ୟରେ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯାଉଛି।…