ଆଜିର ଖବର ଖୋର୍ଦ୍ଧା: ଜାତୀୟ ରାଜପଥରେ ଟ୍ରକକୁ ପଛପଟୁ ଧକ୍କା ଦେଲା ବସ, ହେଲପର ମୃତ, ୧୫ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଗୋଟିଏ ଟ୍ରକର ପଛପଟୁ ଧକ୍କା ଦେଇ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି।…