ଆଜିର ଖବର ହୋମ ଗାର୍ଡଙ୍କ ନିଯୁକ୍ତି ରହିତାଦେଶ ପ୍ରତ୍ୟାହୃତ, ଖୁବ୍ ଶୀଘ୍ର ଖାଲି ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି।…