ଆଜିର ଖବର ଆଜି ରାଜ୍ୟରେ ସାମାନ୍ୟ ହ୍ରାସ ପାଇଲା ସଂକ୍ରମଣ, ୧୮ ଟି ଜିଲ୍ଲାରେ ୨୪୫ ଆକ୍ରାନ୍ତ ଚିହ୍ନଟ ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୩୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୪୫ ଜଣ ଆକ୍ରାନ୍ତ…